ସୋମବାର, 19 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ
ଓଡ଼ିଶା

OSSTET 2026: ଆସନ୍ତା ୩୦ ତାରିଖରେ ହେବ ପରୀକ୍ଷା, ଆଡମିଟ୍ କାର୍ଡ ଉପଲବ୍ଧ

ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ଦ୍ୱାରା ପରିଚାଳିତ OSSTET ୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚ୍ଚୀ ଅନୁଯାୟୀ ଆସନ୍ତା ସେପ୍ଟେମ୍ବର ୩୦ ତାରିଖରେ ଅନୁଷ୍ଠିତ ହେବ। ପରୀକ୍ଷାକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ କରାଯାଇଛି।

ବୋର୍ଡର ସୂଚନା ଅନୁଯାୟୀ, ପରୀକ୍ଷାଟି ଆସନ୍ତା ସେପ୍ଟେମ୍ବର ୩୦ ତାରିଖ ଦିନ ଗୋଟିଏ ବୈଠକରେ ଅନୁଷ୍ଠିତ ହେବ। ସକାଳ ୯:୦୦ ଟାରୁ ପୂର୍ବାହ୍ନ ୧୧:୩୦ ଟା ପର୍ଯ୍ୟନ୍ତ। ପରୀକ୍ଷା କେନ୍ଦ୍ରଗୁଡ଼ିକରେ କୌଣସି ଅସୁବିଧା ବିନା ସହଜରେ ପ୍ରବେଶ କରିବା ପାଇଁ ସମସ୍ତ ପ୍ରାର୍ଥୀଙ୍କୁ ପରୀକ୍ଷା ଦିନ ପ୍ରାତଃ ୭:୪୫ ଟା ସୁଦ୍ଧା ନିଜ ନିଜ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ବୋର୍ଡ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଗତ ସେପ୍ଟେମ୍ବର ୨୦ ତାରିଖରୁ ବୋର୍ଡର ଅଫିସିଆଲ୍ ୱେବସାଇଟ୍ (www.bseodisha.ac.in) ରେ ପ୍ରାର୍ଥୀମାନଙ୍କର ଆଡମିଟ୍ କାର୍ଡ (Admit Card) ଉପଲବ୍ଧ କରାଯାଇଛି। ଯୋଗ୍ୟ ପ୍ରାର୍ଥୀମାନେ ସେମାନଙ୍କର ପ୍ରବେଶପତ୍ର ଅନଲାଇନ୍ ଜରିଆରେ ଡାଉନଲୋଡ୍ କରିପାରିବେ। ପରୀକ୍ଷା ଦିନ ଆଡମିଟ୍ କାର୍ଡ ସହିତ ଏକ ବୈଧ ପରିଚୟପତ୍ର ସାଙ୍ଗରେ ଆଣିବା ବାଧ୍ୟତାମୂଳକ ଅଟେ।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)