ସୋମବାର, 19 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ
ଓଡ଼ିଶା

ସ୍ୱର୍ଣ୍ଣ ବିଜେତା ଭାରତୀୟ ମହିଳା ହକି ଟିମ୍ ପାଇଁ ବଡ଼ ଘୋଷଣା: ପ୍ରତ୍ୟେକ ଖେଳାଳିଙ୍କୁ ୧୧ ଲକ୍ଷ ଓ ସପୋର୍ଟ ଷ୍ଟାଫ୍‌ଙ୍କୁ ୫.୫ ଲକ୍ଷ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ଭାରତୀୟ ମହିଳା ହକି ଟିମ୍ ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ବଡ଼ଧରଣର ପୁରସ୍କାର ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭାରତୀୟ ମହିଳା ହକି ଦଳର ପ୍ରତ୍ୟେକ ଖେଳାଳିଙ୍କୁ ୧୧ ଲକ୍ଷ ଟାଙ୍କା ଲେଖାଏଁ ଏବଂ ଟିମ୍‌ର ସପୋର୍ଟ ଷ୍ଟାଫ୍‌ଙ୍କୁ ୫.୫ ଲକ୍ଷ ଟାଙ୍କା ଲେଖାଏଁ ନଗଦ ପୁରସ୍କାର ଦେବାକୁ ଘୋଷଣା କରିଛନ୍ତି।

ଶୁକ୍ରବାର ଆଇଚି-ନାଗୋୟା ଏସୀୟ କ୍ରୀଡ଼ାର ଫାଇନାଲ୍ ମ୍ୟାଚ୍‌ରେ ଭାରତୀୟ ମହିଳା ହକି ଟିମ୍ ଗତବର୍ଷର ଚାମ୍ପିୟନ୍ ଚୀନ୍‌କୁ ୧-୦ ଗୋଲ୍‌ରେ ପରାସ୍ତ କରି ୪୨ ବର୍ଷର ବ୍ୟବଧାନ ପରେ ଐତିହାସିକ ସ୍ୱର୍ଣ୍ଣ ପଦକ ଜିତିଥିଲା। ଏହି ବିଜୟ ସହ ଭାରତୀୟ ଟିମ୍ ଲସ୍ ଆଞ୍ଜେଲସ୍ ୨୦୨୮ ଅଲିମ୍ପିକ୍ସ ପାଇଁ ମଧ୍ୟ ସିଧାସଳଖ ଯୋଗ୍ୟତା ଅର୍ଜନ କରିଛି।

ଖେଳାଳିମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଯେ, ଏହା କେବଳ ଏକ ବିଜୟ ନୁହେଁ, ବରଂ ବୃହତ୍ତମ ମଞ୍ଚରେ ‘ନାରୀ ଶକ୍ତି’ର ଦୃଢ଼ତା, ସାହସ ଏବଂ ସଂକଳ୍ପର ପ୍ରତିଫଳନ ଅଟେ। ଭାରତୀୟ ହକିକୁ ସମର୍ଥନ କରିବା ଏବଂ କ୍ରୀଡ଼ା ପ୍ରତିଭାକୁ ପ୍ରୋତ୍ସାହିତ କରିବା ଦିଗରେ ଓଡ଼ିଶା ସରକାର ସର୍ବଦା ପ୍ରତିଶ୍ରୁତିବଦ୍ଧ ବୋଲି ସେ ଦୋହରାଇଛନ୍ତି।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)