ସୋମବାର, 19 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ
ଓଡ଼ିଶା

ପୁରୀରେ କାର୍ତ୍ତିକ ବ୍ରତ ପାଇଁ ଆରମ୍ଭ ହେଲା ହବିଷ୍ୟାଳୀ ଅନଲାଇନ୍ ପଞ୍ଜୀକରଣ

ପୁରୀ: ପବିତ୍ର କାର୍ତ୍ତିକ ମାସରେ ପୁରୀରେ ବ୍ରତ ରଖିବାକୁ ଥିବା ହବିଷ୍ୟାଳୀମାନଙ୍କ ପାଇଁ ଖୁସିଖବର। ପୁରୀରେ କାର୍ତ୍ତିକ ବ୍ରତ ପାଳନ କରିବାକୁ ଥିବା ହବିଷ୍ୟାଳୀମାନଙ୍କର ଅନଲାଇନ୍ ପଞ୍ଜୀକରଣ ଆଜିଠାରୁ ଆରମ୍ଭ ହେଉଛି।

ଏହି ଯୋଜନା ଅଧୀନରେ ରାଜ୍ୟ ସରକାରଙ୍କ ପକ୍ଷରୁ ମୋଟ ୨,୫୦୦ ଜଣ ହବିଷ୍ୟାଳୀଙ୍କୁ ମାଗଣାରେ ରହଣି ଏବଂ ଅନ୍ୟାନ୍ୟ ସୁବିଧା ଯାଇଆଯିବ। ଚଳିତ ବର୍ଷ କାର୍ତ୍ତିକ ବ୍ରତ ଅକ୍ଟୋବର ୨୬ ତାରିଖରୁ ଆରମ୍ଭ ହୋଇ ନଭେମ୍ବର ୨୪ ତାରିଖ ପର୍ଯ୍ୟନ୍ତ ପାଳିତ ହେବ।

ମାଗଣା ରହଣି: ପଞ୍ଜୀକୃତ ମହିଳାମାନଙ୍କୁ ପୁରୀର ବୃନ୍ଦାବତୀ ନିବାସ, ମ୍ୟୁନିସିପାଲ୍ କଲ୍ୟାଣ ମଣ୍ଡପ ଏବଂ ରେଳୱେ ଟୁରିଷ୍ଟ କମ୍ପ୍ଲେକ୍ସରେ ମାଗଣାରେ ରହିବାର ବ୍ୟବସ୍ଥା କରାଯାଇଛି।

ଶ୍ରୀମନ୍ଦିରରେ ଦର୍ଶନ ଓ ମହାପ୍ରସାଦ: ହବିଷ୍ୟାଳୀମାନଙ୍କ ପାଇଁ ଶ୍ରୀଜିଉଙ୍କ ଶୃଙ୍ଖଳିତ ଦର୍ଶନ ଏବଂ ପ୍ରତିଦିନ ମାଗଣା ମହାପ୍ରସାଦର ବ୍ୟବସ୍ଥା କରାଯିବ।

କିପରି କରିବେ ଆବେଦନ: ଓଡ଼ିଶାର ସମସ୍ତ ୩୦ଟି ଜିଲ୍ଲାର ମହିଳାମାନେ ଏହି ବ୍ରତ ପାଇଁ ଅନଲାଇନ୍‌ରେ ଆବେଦନ କରିବାକୁ ଯୋଗ୍ୟ ଅଟନ୍ତି। ଆବେଦନ କରିବାକୁ ଚାହୁଁଥିବା ମହିଳାମାନେ ଓଡ଼ିଶା ସରକାରଙ୍କ e-District ପୋର୍ଟାଲ୍ ମାଧ୍ୟମରେ ନିଜର ନାଁ ପଞ୍ଜୀକରଣ କରିପାରିବେ।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)