ଗୁରୁବାର, 10 ସେପ୍ଟେମ୍ବର 2026
English
ଲାଇଭ୍ ଅପଡେଟ୍ସ
06:10 PM ଧର୍ମେନ୍ଦ୍ର ପ୍ରଧାନଙ୍କ ସମ୍ବଲପୁର ଗସ୍ତ ପୂର୍ବରୁ ବିଜେଡି ନେତାଙ୍କୁ ଅଟକ | 06:10 PM ଖରିଫ ଧାନ ପଞ୍ଜୀକରଣର ଜଟିଳ ନିୟମ, ଭାଗଚାଷୀଙ୍କ ପାଇଁ ବଢ଼ିଲା ସମସ୍ୟା | 06:10 PM ବଙ୍ଗୋପସାଗରରେ ନୂଆ ଲଘୁଚାପ, ଓଡ଼ିଶାରେ ପାଞ୍ଚଦିନ ପ୍ରବଳ ବର୍ଷା ଆଶଙ୍କା | 06:10 PM ସ୍ମାର୍ଟ କ୍ଲାସରୁମରେ ତାଲା, ମୋହନାରେ ବାରଣ୍ଡାରେ ପଢ଼ୁଛନ୍ତି ଛାତ୍ରଛାତ୍ରୀ | 06:10 PM ଧର୍ମେନ୍ଦ୍ର ପ୍ରଧାନଙ୍କ ସମ୍ବଲପୁର ଗସ୍ତ ପୂର୍ବରୁ ବିଜେଡି ନେତାଙ୍କୁ ଅଟକ | 06:10 PM ଖରିଫ ଧାନ ପଞ୍ଜୀକରଣର ଜଟିଳ ନିୟମ, ଭାଗଚାଷୀଙ୍କ ପାଇଁ ବଢ଼ିଲା ସମସ୍ୟା | 06:10 PM ବଙ୍ଗୋପସାଗରରେ ନୂଆ ଲଘୁଚାପ, ଓଡ଼ିଶାରେ ପାଞ୍ଚଦିନ ପ୍ରବଳ ବର୍ଷା ଆଶଙ୍କା | 06:10 PM ସ୍ମାର୍ଟ କ୍ଲାସରୁମରେ ତାଲା, ମୋହନାରେ ବାରଣ୍ଡାରେ ପଢ଼ୁଛନ୍ତି ଛାତ୍ରଛାତ୍ରୀ | 06:10 PM ଧର୍ମେନ୍ଦ୍ର ପ୍ରଧାନଙ୍କ ସମ୍ବଲପୁର ଗସ୍ତ ପୂର୍ବରୁ ବିଜେଡି ନେତାଙ୍କୁ ଅଟକ | 06:10 PM ଖରିଫ ଧାନ ପଞ୍ଜୀକରଣର ଜଟିଳ ନିୟମ, ଭାଗଚାଷୀଙ୍କ ପାଇଁ ବଢ଼ିଲା ସମସ୍ୟା | 06:10 PM ବଙ୍ଗୋପସାଗରରେ ନୂଆ ଲଘୁଚାପ, ଓଡ଼ିଶାରେ ପାଞ୍ଚଦିନ ପ୍ରବଳ ବର୍ଷା ଆଶଙ୍କା | 06:10 PM ସ୍ମାର୍ଟ କ୍ଲାସରୁମରେ ତାଲା, ମୋହନାରେ ବାରଣ୍ଡାରେ ପଢ଼ୁଛନ୍ତି ଛାତ୍ରଛାତ୍ରୀ
ବିଦେଶ

ମଝି ଆକାଶରେ ଖସିଲା ବିମାନ ଝରକା, ସିଟ୍‌ବେଲ୍ଟ ବଞ୍ଚାଇଲା ଯାତ୍ରୀଙ୍କ ଜୀବନ

ନୂଆଦିଲ୍ଲୀ: ଗ୍ରୀସ୍‌ର ଥେସାଲୋନିକିରୁ ଜର୍ମାନୀର ମେମିଙ୍ଗେନ୍ ଯାଉଥିବା ବିମାନରେ ଉଡ଼ାଣ ସମୟରେ ଏକ ଝରକା ହଠାତ୍ ଖସିଯାଇଥିବା ରିପୋର୍ଟ ହୋଇଛି। କ୍ୟାବିନ୍‌ର ବାୟୁଚାପ କମିବାରୁ ଅକ୍ସିଜେନ୍ ମାସ୍କ ତଳକୁ ଖସିଥିଲା ଏବଂ ଯାତ୍ରୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା।

ଝରକା ପାଖରେ ବସିଥିବା ସର୍ବିଆର ଜଣେ ପର୍ଯ୍ୟଟକଙ୍କ ମୁଣ୍ଡ ଓ କାନ୍ଧ ବାହାରକୁ ଟାଣି ହୋଇଯାଇଥିଲା। ସିଟ୍‌ବେଲ୍ଟ ବାନ୍ଧିଥିବାରୁ ସେ ବର୍ତ୍ତିଯାଇଥିଲେ ଏବଂ ସହଯାତ୍ରୀମାନେ ତାଙ୍କୁ ଭିତରକୁ ଟାଣିଥିଲେ। ଆହତ ଯାତ୍ରୀଙ୍କ ଅବସ୍ଥା ସ୍ଥିର ଥିବା କୁହାଯାଇଛି।

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)