ମଙ୍ଗଳବାର, 20 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ? | 03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ? | 03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ?
ଭାରତ

ନିର୍ବାଚନ ଆୟୁକ୍ତ ନିଯୁକ୍ତି ଆଇନ ମାମଲାରେ ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ ଆୟୁକ୍ତ ଓ ଅନ୍ୟ ନିର୍ବାଚନ ଆୟୁକ୍ତଙ୍କ ନିଯୁକ୍ତି ସମ୍ପର୍କିତ ୨୦୨୩ ଆଇନର ସାମ୍ବିଧାନିକ ବୈଧତାକୁ ଆହ୍ୱାନ କରି ଦାଖଲ ଆବେଦନର ଶୁଣାଣି ଶେଷ ହୋଇଛି। ସୁପ୍ରିମକୋର୍ଟ ନିଜ ରାୟ ସଂରକ୍ଷିତ ରଖିଛନ୍ତି।

କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ, ଜଣେ କେନ୍ଦ୍ରମନ୍ତ୍ରୀ ଓ ବିରୋଧୀ ଦଳ ନେତାଙ୍କୁ ନେଇ ଗଠିତ କମିଟି ଦ୍ୱାରା ନିଯୁକ୍ତି ପ୍ରକ୍ରିୟାକୁ ଅଦାଲତରେ ଦୃଢ଼ ଭାବେ ସମର୍ଥନ କରିଛନ୍ତି।

ବିଚାରପତି ଦୀପଙ୍କର ଦତ୍ତ ଓ ସତୀଶ ଚନ୍ଦ୍ର ଶର୍ମାଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରିଛନ୍ତି। ସମ୍ବିଧାନର ଧାରା ୩୨୪ ଏବଂ ନିଯୁକ୍ତି ପ୍ରକ୍ରିୟାର ସ୍ୱାଧୀନତା ସମ୍ପର୍କିତ ଆଇନଗତ ପ୍ରଶ୍ନ ଉପରେ ଅନ୍ତିମ ରାୟ ଆସିବ।


ସୂତ୍ର: ମୂଳ ରିପୋର୍ଟ

Saurav Ray
ଲେଖକ
Saurav Ray

Managing operations and organizational strategy at Nirnay TV, overseeing team coordination, workflow management, and the smooth execution of day-to-day newsroom activities. Focused on building an efficient, accountable, and collaborative work environment while supporting the channel’s growth and commitment to impactful journalism.

269 ଟି ଖବର ଦେଖନ୍ତୁ →

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)