ଗୁରୁବାର, 10 ସେପ୍ଟେମ୍ବର 2026
English
ଲାଇଭ୍ ଅପଡେଟ୍ସ
06:10 PM ଧର୍ମେନ୍ଦ୍ର ପ୍ରଧାନଙ୍କ ସମ୍ବଲପୁର ଗସ୍ତ ପୂର୍ବରୁ ବିଜେଡି ନେତାଙ୍କୁ ଅଟକ | 06:10 PM ଖରିଫ ଧାନ ପଞ୍ଜୀକରଣର ଜଟିଳ ନିୟମ, ଭାଗଚାଷୀଙ୍କ ପାଇଁ ବଢ଼ିଲା ସମସ୍ୟା | 06:10 PM ବଙ୍ଗୋପସାଗରରେ ନୂଆ ଲଘୁଚାପ, ଓଡ଼ିଶାରେ ପାଞ୍ଚଦିନ ପ୍ରବଳ ବର୍ଷା ଆଶଙ୍କା | 06:10 PM ସ୍ମାର୍ଟ କ୍ଲାସରୁମରେ ତାଲା, ମୋହନାରେ ବାରଣ୍ଡାରେ ପଢ଼ୁଛନ୍ତି ଛାତ୍ରଛାତ୍ରୀ | 06:10 PM ଧର୍ମେନ୍ଦ୍ର ପ୍ରଧାନଙ୍କ ସମ୍ବଲପୁର ଗସ୍ତ ପୂର୍ବରୁ ବିଜେଡି ନେତାଙ୍କୁ ଅଟକ | 06:10 PM ଖରିଫ ଧାନ ପଞ୍ଜୀକରଣର ଜଟିଳ ନିୟମ, ଭାଗଚାଷୀଙ୍କ ପାଇଁ ବଢ଼ିଲା ସମସ୍ୟା | 06:10 PM ବଙ୍ଗୋପସାଗରରେ ନୂଆ ଲଘୁଚାପ, ଓଡ଼ିଶାରେ ପାଞ୍ଚଦିନ ପ୍ରବଳ ବର୍ଷା ଆଶଙ୍କା | 06:10 PM ସ୍ମାର୍ଟ କ୍ଲାସରୁମରେ ତାଲା, ମୋହନାରେ ବାରଣ୍ଡାରେ ପଢ଼ୁଛନ୍ତି ଛାତ୍ରଛାତ୍ରୀ | 06:10 PM ଧର୍ମେନ୍ଦ୍ର ପ୍ରଧାନଙ୍କ ସମ୍ବଲପୁର ଗସ୍ତ ପୂର୍ବରୁ ବିଜେଡି ନେତାଙ୍କୁ ଅଟକ | 06:10 PM ଖରିଫ ଧାନ ପଞ୍ଜୀକରଣର ଜଟିଳ ନିୟମ, ଭାଗଚାଷୀଙ୍କ ପାଇଁ ବଢ଼ିଲା ସମସ୍ୟା | 06:10 PM ବଙ୍ଗୋପସାଗରରେ ନୂଆ ଲଘୁଚାପ, ଓଡ଼ିଶାରେ ପାଞ୍ଚଦିନ ପ୍ରବଳ ବର୍ଷା ଆଶଙ୍କା | 06:10 PM ସ୍ମାର୍ଟ କ୍ଲାସରୁମରେ ତାଲା, ମୋହନାରେ ବାରଣ୍ଡାରେ ପଢ଼ୁଛନ୍ତି ଛାତ୍ରଛାତ୍ରୀ
ଶିକ୍ଷା

UPSC ପ୍ରିଲିମ୍ସ ଫଳ ପ୍ରକାଶ, ମେନ୍ସ ପାଇଁ ୧୩,୩୪୩ ପ୍ରାର୍ଥୀ ଯୋଗ୍ୟ

ନୂଆଦିଲ୍ଲୀ: ସିଭିଲ୍ ସର୍ଭିସେସ୍ ପ୍ରିଲିମିନାରି ପରୀକ୍ଷା ୨୦୨୬ର ଫଳ ପ୍ରକାଶ ପାଇଛି। ରିପୋର୍ଟ ଅନୁଯାୟୀ ୧୩ ହଜାର ୩୪୩ ଜଣ ପ୍ରାର୍ଥୀ ମେନ୍ସ ପରୀକ୍ଷା ପାଇଁ ଅସ୍ଥାୟୀ ଭାବେ ଯୋଗ୍ୟତା ଅର୍ଜନ କରିଛନ୍ତି। ଚଳିତ ଚୟନ ପ୍ରକ୍ରିୟାରେ ୧,୦୧୬ଟି ପଦବୀ ପୂରଣ ଲକ୍ଷ୍ୟ ରହିଛି।

ଯୋଗ୍ୟ ପ୍ରାର୍ଥୀଙ୍କୁ ନିର୍ଦ୍ଧାରିତ ସମୟରେ ମେନ୍ସ ଆବେଦନ, ଫିସ୍ ପୈଠ ଓ ଆବଶ୍ୟକ ତଥ୍ୟ ଦାଖଲ କରିବାକୁ ହେବ। ପ୍ରାର୍ଥୀମାନେ UPSCର ଅଧିକୃତ ୱେବସାଇଟ୍‌ରେ ପ୍ରକାଶିତ ରୋଲ୍ ନମ୍ବର ତାଲିକା ଯାଞ୍ଚ କରିବା ଉଚିତ।

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)