ମଙ୍ଗଳବାର, 20 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ? | 03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ? | 03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ?
ଓଡ଼ିଶା

ମୁଣ୍ଡଳୀରେ ବିପଦ ସଙ୍କେତ ତଳେ ମହାନଦୀ, ଜଳସ୍ତର ପୁଣି ବଢ଼ିବା ଆଶଙ୍କା

କଟକ: ମୁଣ୍ଡଳୀରେ ମହାନଦୀର ଜଳସ୍ତର ବିପଦ ସଙ୍କେତ ତଳେ ରହିଥିବାବେଳେ ପ୍ରାୟ ୭.୧୮ ଲକ୍ଷ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି। ତେବେ ହୀରାକୁଦରୁ ଛଡ଼ାଯାଇଥିବା ଅଧିକ ଜଳ ତଳମୁଣ୍ଡରେ ପହଞ୍ଚିଲେ ସ୍ତର ପୁଣି ବଢ଼ିପାରେ।

ଲୁଣା, କରାଣ୍ଡିଆ, ଚିତ୍ରୋତ୍ପଳା, ପାଇକା ଓ ଦେବୀ ନଦୀରେ ମଧ୍ୟ ଜଳସ୍ତର ଉପରେ ପ୍ରଶାସନ ନଜର ରଖିଛି। ସମ୍ବେଦନଶୀଳ ନଦୀକୂଳ ଅଞ୍ଚଳରେ ସତର୍କତା ବଢ଼ାଯାଇଛି।

ନଦୀକୂଳକୁ ଅନାବଶ୍ୟକ ଭାବେ ନ ଯିବା ଏବଂ ସ୍ଥାନୀୟ ପ୍ରଶାସନର ନିର୍ଦ୍ଦେଶ ପାଳନ କରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।


ସୂତ୍ର: ମୂଳ ରିପୋର୍ଟ

Saurav Ray
ଲେଖକ
Saurav Ray

Managing operations and organizational strategy at Nirnay TV, overseeing team coordination, workflow management, and the smooth execution of day-to-day newsroom activities. Focused on building an efficient, accountable, and collaborative work environment while supporting the channel’s growth and commitment to impactful journalism.

269 ଟି ଖବର ଦେଖନ୍ତୁ →

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)