ମଙ୍ଗଳବାର, 20 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ? | 03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ? | 03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ?
ଜୀବନଶୈଳୀ

ଅନଲାଇନ୍‌ରୁ ଶିଖି ଡ୍ରାଗନ୍ ଫ୍ରୁଟ୍ ଚାଷ, ଲକ୍ଷାଧିକ ଆୟ କରୁଛନ୍ତି ଓଡ଼ିଆ ଭାଇଭଉଣୀ

ରାଉରକେଲା: ଓଡ଼ିଶା-ଝାଡ଼ଖଣ୍ଡ ସୀମାର ପାରୋଡ଼ି ଗାଁର ଲକ୍ଷ୍ମୀ ମହାନ୍ତ ଓ ତାଙ୍କ ଭାଇ ଅନଲାଇନ୍ ପ୍ରଶିକ୍ଷଣରୁ ଶିଖି ଡ୍ରାଗନ୍ ଫ୍ରୁଟ୍ ଚାଷରେ ସଫଳତା ହାସଲ କରିଛନ୍ତି। ସେମାନେ ପ୍ରାୟ ୬ ଲକ୍ଷ ଟଙ୍କା ନିବେଶରେ ଚାଷ ଆରମ୍ଭ କରିଥିଲେ।

ତିନି ବର୍ଷର ପରିଶ୍ରମ ପରେ ଗତବର୍ଷ ପ୍ରାୟ ୭ ଟନ୍ ଫଳ ବିକ୍ରି ହୋଇଥିଲା। ଚଳିତ ଋତୁରେ ମଧ୍ୟ ପ୍ରାରମ୍ଭିକ ବିକ୍ରିରୁ ଲକ୍ଷାଧିକ ଆୟ ହୋଇଥିବା ସେମାନେ କହିଛନ୍ତି।


ସୂତ୍ର: ମୂଳ ରିପୋର୍ଟ

Saurav Ray
ଲେଖକ
Saurav Ray

Managing operations and organizational strategy at Nirnay TV, overseeing team coordination, workflow management, and the smooth execution of day-to-day newsroom activities. Focused on building an efficient, accountable, and collaborative work environment while supporting the channel’s growth and commitment to impactful journalism.

269 ଟି ଖବର ଦେଖନ୍ତୁ →

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)