ମଙ୍ଗଳବାର, 20 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ? | 03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ? | 03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ?
ଓଡ଼ିଶା

ରାଷ୍ଟ୍ରପତିଙ୍କ ବ୍ରହ୍ମପୁର ଗସ୍ତ ପାଇଁ କଡ଼ା ସୁରକ୍ଷା, ବିସ୍ତୃତ ଟ୍ରାଫିକ୍ ଯୋଜନା

ବ୍ରହ୍ମପୁର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପୂର୍ବରୁ ବ୍ରହ୍ମପୁର ସହର ଓ ଆଖପାଖ ଅଞ୍ଚଳରେ ସୁରକ୍ଷା ବଢ଼ାଯାଇଛି। ସେ ଭୁବନେଶ୍ୱରରୁ ଟ୍ରେନ୍‌ରେ ଆସି ବ୍ରହ୍ମପୁର ରେଳଷ୍ଟେସନ୍‌ର ୪ ନମ୍ବର ପ୍ଲାଟଫର୍ମରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି।

ଷ୍ଟେସନ୍‌ରୁ ପ୍ରାୟ ୮୦ କିଲୋମିଟର ଦୂର ତପ୍ତପାଣି ପର୍ଯ୍ୟନ୍ତ କାର୍କେଡ୍ ରୁଟ୍, ଟ୍ରାଫିକ୍ ପରିଚାଳନା ଓ ବିଶେଷ ସୁରକ୍ଷା ବ୍ୟବସ୍ଥା ପ୍ରସ୍ତୁତ କରାଯାଉଛି।


ସୂତ୍ର: ମୂଳ ରିପୋର୍ଟ

Saurav Ray
ଲେଖକ
Saurav Ray

Managing operations and organizational strategy at Nirnay TV, overseeing team coordination, workflow management, and the smooth execution of day-to-day newsroom activities. Focused on building an efficient, accountable, and collaborative work environment while supporting the channel’s growth and commitment to impactful journalism.

269 ଟି ଖବର ଦେଖନ୍ତୁ →

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)