ମଙ୍ଗଳବାର, 20 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ? | 03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ? | 03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ?
ଓଡ଼ିଶା

ମହାନଦୀର ଜଳସ୍ତର ବଢ଼ିବାରୁ ବୋଲ୍ ବମ୍ ଭକ୍ତଙ୍କ ପାଇଁ ଗଡ଼ଗଡ଼ିଆ ଘାଟରେ କଡ଼ା ସୁରକ୍ଷା

କଟକ: ମହାନଦୀର ଜଳସ୍ତର ବଢ଼ିଥିବାବେଳେ ଗଡ଼ଗଡ଼ିଆ ଘାଟରୁ ପବିତ୍ର ଜଳ ଉଠାଇବାକୁ ଆସୁଥିବା ବୋଲ୍ ବମ୍ ଭକ୍ତଙ୍କ ସୁରକ୍ଷା ପାଇଁ ପ୍ରଶାସନ ବ୍ୟବସ୍ଥା କଡ଼ାକଡ଼ି କରିଛି। ସାଧାରଣ ଲୋକଙ୍କ ପ୍ରବେଶ ସୀମିତ କରି କାଉଡ଼ିଆଙ୍କୁ ନିରୀକ୍ଷଣ ମଧ୍ୟରେ ଘାଟକୁ ଯିବାକୁ ଦିଆଯାଉଛି।

ଘାଟରେ ୮ ପ୍ଲାଟୁନ୍ ପୋଲିସ ସହ ଓଡ୍ରାଫ୍, ଏନ୍‌ଡିଆର୍‌ଏଫ୍ ଓ ଅଗ୍ନିଶମ ସେବା କର୍ମୀ ମୁତୟନ ଅଛନ୍ତି। ଦୃଶ୍ୟମାନତା ବଢ଼ାଇବାକୁ ଭକ୍ତଙ୍କୁ ପ୍ରତିଫଳକ ଟେପ୍ ଓ ଦଳଗୁଡ଼ିକୁ ଜ୍ୟାକେଟ୍ ଦିଆଯାଇଛି।


ସୂତ୍ର: ମୂଳ ରିପୋର୍ଟ

Saurav Ray
ଲେଖକ
Saurav Ray

Managing operations and organizational strategy at Nirnay TV, overseeing team coordination, workflow management, and the smooth execution of day-to-day newsroom activities. Focused on building an efficient, accountable, and collaborative work environment while supporting the channel’s growth and commitment to impactful journalism.

269 ଟି ଖବର ଦେଖନ୍ତୁ →

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)