ମଙ୍ଗଳବାର, 20 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ? | 03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ? | 03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ?
ବାଣିଜ୍ୟ

ପାର୍ବଣ ପୂର୍ବରୁ ମହଙ୍ଗା ମାଡ଼: ବଢ଼ିଲା LPG ଦର

ନୂଆଦିଲ୍ଲୀ: ଆଜିଠାରୁ ଅକ୍ଟୋବର ମାସ ଆରମ୍ଭ ହୋଇଥିବାବେଳେ ପାର୍ବଣ ଋତୁ ପୂର୍ବରୁ ବ୍ୟବସାୟୀ ଏବଂ ଗ୍ରାହକଙ୍କ ପାଇଁ ଏକ ବଡ଼ଝଟକା ସାମ୍ନାକୁ ଆସିଛି। ଦେଶର ସରକାରୀ ତୈଳ ବିପଣନ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବିଶିଷ୍ଟ ବାଣିଜ୍ୟିକ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟରେ ୬୨.୫୦ ଟଙ୍କା ବୃଦ୍ଧି କରିଛନ୍ତି।

ତେବେ ସାଧାରଣ ଘରୋଇ ବ୍ୟବହାରକାରୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ରହିଛି ଯେ, ୧୪.୨ କିଲୋଗ୍ରାମ ବିଶିଷ୍ଟ ଘରୋଇ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ପୂର୍ବଭଳି ଅପରିବର୍ତ୍ତିତ ରହିଛି।

ନୂତନ ସଂଶୋଧିତ ଦର ଆଜିଠାରୁ ସମଗ୍ର ଦେଶରେ ଲାଗୁ ହୋଇଛି । ଦିଲ୍ଲୀରେ ୧୯ କିଲୋଗ୍ରାମ କମର୍ସିଆଲ୍ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପାଇ ୨,୮୧୦ ଟଙ୍କାରେ ପହଞ୍ଚିଛି (ପୂର୍ବରୁ ଏହା ୨,୭୪୭.୫୦ ଟଙ୍କା ଥିଲା)। ମୁମ୍ବାଇରେ ସିଲିଣ୍ଡର ପିଛା ମୂଲ୍ୟ ବୃଦ୍ଧି ପାଇ ୨,୭୬୪ ଟଙ୍କା ହୋଇଛି।

ବଜାର ଉପରେ ପ୍ରଭାବ:ହୋଟେଲ, ରେଷ୍ଟୁରାଣ୍ଟ ଏବଂ ବିଭିନ୍ନ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେ ତ୍ରରେ ବ୍ୟବହୃତ ହେଉଥିବା ଏହି ବାଣିଜ୍ୟିକ ସିଲିଣ୍ଡର ଦର ବୃଦ୍ଧି ପାଇଥିବାରୁ ଏହା ସିଧାସଳଖ ବ୍ୟବସାୟିକ ଅନୁଷ୍ଠାନଗୁଡ଼ିକର ଖର୍ଚ୍ଚ ବଢ଼ାଇବ ବୋଲି ଆଶା କରାଯାଉଛି। ଗତ ସେପ୍ଟେମ୍ବର ମାସରେ ମଧ୍ୟ ଏଥିରେ ସାମାନ୍ୟ ବୃଦ୍ଧି ହୋଇଥିବାବେଳେ ଅଗଷ୍ଟ ମାସରେ ଦର କିଛି ମାତ୍ରାରେ ହ୍ରାସ ପାଇଥିଲା।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)