ମଙ୍ଗଳବାର, 20 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ? | 03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ? | 03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ?
ଭାରତ

ନିଶାମୁକ୍ତ ଯୁବପିଢ଼ି ପାଇଁ ୧୦୦ ସପ୍ତାହର ଅଭିଯାନ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଯୁବପିଢ଼ିଙ୍କୁ ନିଶା ସେବନଠାରୁ ଦୂରେଇ ରଖିବା ପାଇଁ ‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ’ ଅଭିଯାନ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂରେ ଯୋଗଦେଇ ଯୁବମାନଙ୍କୁ ସକାରାତ୍ମକ ସାମାଜିକ ପରିବର୍ତ୍ତନର ଦୂତ ହେବାକୁ ଆହ୍ୱାନ ଦେଇଛନ୍ତି।

ଅଭିଯାନ ଅଧୀନରେ ୧୦୦ ସପ୍ତାହ ଧରି ସଚେତନତା କାର୍ଯ୍ୟକ୍ରମ ଚାଲିବ। ଓଡ଼ିଶାରେ ମଧ୍ୟ ଯୁବମାନଙ୍କୁ ଶପଥ ନେବା ସହ ନିଶାମୁକ୍ତ ସମାଜ ଗଢ଼ିବାରେ ଭାଗୀଦାର ହେବାକୁ ଅନୁରୋଧ କରାଯାଇଛି।


ସୂତ୍ର: ମୂଳ ରିପୋର୍ଟ

Saurav Ray
ଲେଖକ
Saurav Ray

Managing operations and organizational strategy at Nirnay TV, overseeing team coordination, workflow management, and the smooth execution of day-to-day newsroom activities. Focused on building an efficient, accountable, and collaborative work environment while supporting the channel’s growth and commitment to impactful journalism.

269 ଟି ଖବର ଦେଖନ୍ତୁ →

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)